ଶ୍ରୀ ହରିନାମ ପ୍ରଚାର ସମିତି ପକ୍ଷରୁ ଛତା ବଣ୍ଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଶିଷ୍ଟ ପ୍ରବଚିକା ଏଲୋରା ମିଶ୍ରଙ୍କ ଦ୍ୱାରା ଗଠିତ ଶ୍ରୀ ହରିନାମ ପ୍ରଚାର ସମିତି ପକ୍ଷରୁ ଦୀନ ଅସହାୟଙ୍କୁ ଛତା ବଣ୍ଟନ କରାଯାଇଛି । ଏହି ଅବସରରେ ସଭାପତି ଏଲୋରା ମିଶ୍ର, ଉପସଭାପତି ସିତାଂଶୁ ଶେଖର ନାଏକ, ସମ୍ପାଦକ ଦୁର୍ଗାଚରଣ ସାହୁ, ସହ-ସଂପାଦକ ଦେବାଶିଷ ମିଶ୍ର, ସଭ୍ୟ ସାଧୁରାମ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

18 + 20 =