csstore

ଭିନ୍ନକ୍ଷମମାନଙ୍କୁ ସାଇକେଲ ବଣ୍ଟନ କଲେ ବିକ୍ରମ ପଣ୍ଡା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଏସ. ରାଜେଶ୍ୱରୀ ଦୋରା, ସଦସ୍ୟ, ସଦସ୍ୟା, ବ୍ଲକ୍ ଅଧ୍ୟକ୍ଷା, ଉପାଧ୍ୟକ୍ଷା, ସରପଞ୍ଚ, ସମିତି ସଭ୍ୟ, ସଭ୍ୟା, ସ୍ଥାନୀୟ ଜନପ୍ରତିନିଧି, ବିଭାଗୀୟ ପଦାଧିକାରୀ, ବିଜେଡି ନେତୃବୃନ୍ଦ, କର୍ମୀ ତଥା ଗ୍ରାମବାସୀମାନଙ୍କ ଗହଣରେ ରହି ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ବ୍ଲକରେ ଆୟୋଜିତ “ସାଇକେଲ ବଣ୍ଟନ କାର୍ଯ୍ୟକ୍ରମ”ରେ ଯୋଗଦେଇ ଭିନ୍ନକ୍ଷମମାନଙ୍କୁ ସାଇକେଲ ବଣ୍ଟନ କରିବା ସହିତ ସେମାନଙ୍କ ସୁବିଧା, ଅସୁବିଧା ଓ ସମାଧାନ ପନ୍ଥାଗୁଡ଼ିକ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରି ଆଗାମୀ ଦିନରେ ସେମାନଙ୍କ ଉଜ୍ବଳ ଭବିଷ୍ୟତ ତଥା ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରି ଯଥାସାଧ୍ୟ ସାହାଯ୍ୟ ଓ ସମାଧାନ ପାଇଁ ପ୍ରତିଶ୍ରୁତି ବଦ୍ଧ ଅଛନ୍ତି ବୋଲି ମତବ୍ୟକ୍ତ କରିଥିଲେ ।

jayashree
Leave A Reply

Your email address will not be published.