pr

ଜଳସମ୍ପଦ ମନ୍ତ୍ରୀଙ୍କ ତିର୍ତ୍ତୋଲ ବ୍ଲକର ବନ୍ୟାଂଚଳ ପରିଦର୍ଶନ

dr. purohit

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ତିର୍ତ୍ତୋଲ ବ୍ଲକର ବନ୍ୟାଂଚଳ ପରିଦର୍ଶନ କରି ବିଭିନ୍ନ ଗ୍ରାମର ଗ୍ରାମବାସୀଙ୍କ ସହିତ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି। କ୍ରିଷ୍ଣାନନ୍ଦପୁରଠାରେ ମନ୍ତ୍ରୀ ଶ୍ରୀ ଦାସ ପାଇକା ନଦୀବନ୍ଧ ଉନ୍ନୟନ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହିତ ସମୀକ୍ଷା କରିଛନ୍ତି।

nrusinghnath
Leave A Reply

Your email address will not be published.