pakka

ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

bbehera

ଭୁବନେଶ୍ୱର : ସ୍ୱନାମଧନ୍ୟ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି । ତାଙ୍କ ସ୍ୱାମୀ ବସନ୍ତ କୁମାର ଛୋଟରାୟ ଏହି ସୂଚନା ଦେବା ପରେ, ଓଡ଼ିଶା ସଂଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି । ଦୀର୍ଘଦିନ ଧରି କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ ଶାନ୍ତିଲତା ବାରିକ । ଆସନ୍ତାକାଲି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ହେବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭଜନ ପାଇଁ ଅସୀମ ଖ୍ୟାତି ଅର୍ଜନ କରିଥିଲେ ଶାନ୍ତିଲତା ।

jay balangir
Leave A Reply

Your email address will not be published.

5 × three =

error: Content is protected !!