om academy

ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ମତଦାନରେ ସହଯୋଗ କଲା ମାହେଶ୍ୱରୀ ସଂଗଠନ

jsm

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସହରର ଜଣାଶୁଣା ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ମାହେଶ୍ୱରୀ ଏହି ନିର୍ବାଚନରେ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକମାନେ କିପରି ଭାବରେ ନିଜର ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ତ କରି ପାରିବେ ତାର ବ୍ୟବସ୍ଥା କରିଛନ୍ତି । ସଂଗଠନର ପରିଚାଳନା ନିର୍ଦ୍ଦେଶକ ଅଙ୍କୁଶ କୁମାର ପାଣ୍ଡିଆ, ସଭାପତି ଶୋଭନ ଅଗ୍ରୱାଲ ଏବଂ ସଂଗଠନର ବିଭିନ୍ନ କାର୍ଯ୍ୟକର୍ତ୍ତା ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କୁ ଉତ୍ସାହତ କରି ଘରୁ ଆଣି ତାଙ୍କୁ ସବୁ ସୁବିଧା କରେଇ ତାଙ୍କୁ ଗଣତାନ୍ତ୍ରିକ ଅଧିକାର ସାବ୍ୟସ୍ଥ କରିବାରେ ପୂର୍ଣ୍ଣ ସହଯୋଗ କରିଛନ୍ତି ।

Leave A Reply

Your email address will not be published.