om academy

ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟରେ କମିପାରେ ଲଘୁଚାପଜନିତ ବର୍ଷା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟରେ କମିପାରେ ଲଘୁଚାପଜନିତ ବର୍ଷା ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ଗତ ୨ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝିପିଝିପି ବର୍ଷା ଦେଖିବାକୁ ମିଳିଥିବା ବେଳେ କେତୋଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଏ ସମ୍ପର୍କରେ ପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଥିଲା ।

Leave A Reply

Your email address will not be published.