pakka

ଆସନ୍ତା ୩ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

bbehera

ଭୁବନେଶ୍ୱର : ଆସନ୍ତା ୩ ଦିନ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରଛି । ମୁଖ୍ୟତଃ ଉତ୍ତର ଓଡିଶା, ଦକ୍ଷିଣ ଉପକୂଳ ଓଡିଶାରେ ବର୍ଷା ହୋଇପାରେ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଆପଡା, ବଲାଙ୍ଗିର, କନ୍ଧମାଳ, ରାୟଗଡାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ସେହିପରି ବୁଧବାର ଉପକୂଳ ଓଡିଶା ସମେତ ରାୟଗଡା, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ମୟୂରଭଞ୍ଜରେ ବର୍ଷା ହୋଇପାରେ । ୨୫ରେ ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, କୋରାପୁଟ, ରାୟଗଡା ଓ ଜଗତସିଂହପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

jay balangir
Leave A Reply

Your email address will not be published.

1 × five =