pakka

ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି : ବଡ଼ଚଣାରୁ ଲଢ଼ିବେ ବର୍ଷା

bbehera

ଭୁବନେଶ୍ୱର : ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କଲା ବିଜେଡି । ବଡ଼ଚଣାରୁ ପ୍ରାର୍ଥୀ ହେଲେ ବର୍ଷା ପ୍ରିୟଦର୍ଶନୀ । ବର୍ଷାଙ୍କ ପ୍ରାର୍ଥୀତ୍ୱ ନେଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନ୍ୟମାନଙ୍କ ମଧ୍ୟରେ ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରପଡ଼ାରୁ ଗଣେଶ୍ୱର ବେହେରାଙ୍କୁ ମିଳିଲା ଟିକେଟ । ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆରୁ ବାସନ୍ତୀ ହେମ୍ବ୍ରମଙ୍କୁ ପ୍ରାର୍ଥୀ କଲା ବିଜେଡି । ଚମ୍ପୁଆରୁ ସନାତନ ମହାକୁଡ଼ଙ୍କୁ ପ୍ରାର୍ଥୀ କରିଛି ବିଜେଡି । ସେହିପରି ରେମୁଣାରୁ ବିଦ୍ୟାସ୍ମିତା ମହାଳିକ ଓ ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ପ୍ରାର୍ଥୀ କରିଛି ବିଜେଡି ।

Leave A Reply

Your email address will not be published.

eight + seventeen =