କାଲିଠୁ ରାଜ୍ୟରେ ପ୍ରବଳ ବର୍ଷା : ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ସକ୍ରିୟ ମୌସୁମୀ ପ୍ରଭାବରେ କାଲିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ପ୍ରବଳ ବର୍ଷା ନେଇ ଆସନ୍ତା କାଲି ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ ନୟାଗଡ଼ ଜିଲ୍ଲାକୁ ୟେୱୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.