ଆଜିଠୁ ପ୍ରବଳ ବର୍ଷା : ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସୁଛି ବଡ଼ ବର୍ଷା । ଲଘୁଚାପ ପ୍ରଭାବରେ ଆଜିଠୁ ପ୍ରବଳ ଛେଚିବ । ତିନି ଦିନ ଭିଜିବ ଓଡ଼ିଶା । ବିଶେଷ ଭାବେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବ । ଗଂଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି ଭଳି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.