ଆଜି ରାଜ୍ୟରେ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ପ୍ରବଳ ବର୍ଷା । ବିଶେଷ ଭାବେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୫ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରି । ସେହିଭଳି ଅନ୍ୟ ୫ ଜିଲ୍ଲା ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର ଏବଂ ନୂଆପଡ଼ାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.