ଆଜି ରାଜ୍ୟରେ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼ ଏବଂ ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣଂ ଜାରି କରିଛି । ଏହା ବ୍ୟତୀତ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Leave A Reply

Your email address will not be published.