କାଲିଠୁ ପୁଣି ୫ ଦିନ ପ୍ରବଳ ବର୍ଷା ସମ୍ଭାବନା ଓଡିଶା By Koshala Prabaha On Sunday 18th October 2020, 10:22 am Share ଭୁବନେଶ୍ୱର : ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ୨୦ ତାରିଖ ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଥିବା କୁହାଯାଇଛି । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୫ ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି । news of odisha