pakka

କାଲିଠୁ ପୁଣି ୫ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ପୂର୍ବ-ମଧ୍ୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ୨୦ ତାରିଖ ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଥିବା କୁହାଯାଇଛି । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୫ ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

three × 5 =