ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା କବଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ତୁରେକେଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲର୍କି ଗ୍ରାମର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଲର୍କି ତରଫରୁ ବାର୍ଷିକ କ୍ରୀଡା ଉତ୍ସବ ଆୟୋଜିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷା ମୁଖ୍ୟ ଅତିଥି ଭାବେ ଶ୍ରୀମତୀ ନିରୁପମା ମାଝୀ ଯୋଗଦାନ କରିଥିଲେ । ଏହା ସହିତ ବିଜେଡ଼ି କର୍ମୀମାନେ ମଧ୍ୟ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.