ମଇ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମଇ ଦିବସ ଅବସରରେ ସମସ୍ତ ଶ୍ରମିକ ଭାଇଭଉଣୀମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭକାମନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ଶ୍ରମିକମାନେ ହେଉଛନ୍ତି ବିକାଶର ମୂଳ ଆଧାର । ସେମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ୟ୍ୟକାରୀ ହୋଇଥିବା ଯୋଜନାରେ ସାମିଲ ହୋଇ ଏହାର ସୁଯୋଗ ନେବାକୁ ଅନୁରୋଧ ।” ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

three + fourteen =