ଚାଲିଗଲେ ଅବସରପ୍ରାପ୍ତ ଟ୍ୟାଙ୍କ ମ୍ୟାନ୍ ମେଜର ଜେନେରାଲ ବସନ୍ତ ମହାପାତ୍ର

ଭୁବନେଶ୍ୱର : ଚାଲିଗଲେ ଅବସରପ୍ରାପ୍ତ ଟ୍ୟାଙ୍କ ମ୍ୟାନ୍ ମେଜର ଜେନେରାଲ ବସନ୍ତ ମହାପାତ୍ର । ଆଜି ଭୁବନେଶ୍ୱର ସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ହୃଦଘାତରେ ଦେହା‌ନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ବୟସ ହୋଇଥିଲା । ମେଜର ଜେନେରାଲ ବସନ୍ତ କୁମାର ମହାପାତ୍ର ହେଉଛନ୍ତି ପ୍ରଥମ ଓଡିଆ ଯେ ଭାରତୀୟ ସେନାରେ ମେଜର ଜେନେରାଲ ପଦବୀ ପାଇଥିଲେ । ଏପରିକି ସେ ଟ୍ୟାଙ୍କ ମ୍ୟାନ ନାଁରେ ମଧ୍ୟ ବେଶ୍ ପରିଚିତ ।

Leave A Reply

Your email address will not be published.