ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପଦକ୍ଷେପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସମ୍ଭାବ୍ୟ ବାତ୍ୟା ମୁକାବିଲା ପରିପ୍ରେକ୍ଷୀରେ ସ୍ବତନ୍ତ୍ର ରିଲିଫ କମିଶନର ବିଭିନ୍ନ ବିଭାଗର ସଚିବ, ଉପକୂଳବର୍ତ୍ତୀ ଜିଲ୍ଲାର ଜିଲ୍ଲାପାଳ ଏବଂ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ବିଭିନ୍ନ ବିଭାଗକୁ ବାତ୍ୟା ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.