ବାତ୍ୟାଞ୍ଚଳ ପରିଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଆଜି ରାଜ୍ୟର ବାତ୍ୟାଞ୍ଚଳ ପରିଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପାରାଦୀପ, କେନ୍ଦ୍ରାପଡ଼ାର ଆଳି ଓ ରାଜନଗର ଅଞ୍ଚଳ, ଭଦ୍ରକର ବାସୁଦେବପୁର, ଚାନ୍ଦବାଲି ଓ ଧାମରା ଅଞ୍ଚଳ ବୁଲି ଦେଖିବେ । ଧାମରା ଅଞ୍ଚଳର ସଁପାଟିଆ, ବଳଭଦ୍ର ପ୍ରସାଦ ଓ ଝାଡ଼କାଟି ଗାଁକୁ ବି ଯିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।

Leave A Reply

Your email address will not be published.