ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲାର ସୁନାପୁର ବେଳାଭୂମି ୨୦୨୩-୨୪ ଅନ୍ତର୍ଜାତୀୟ ବ୍ଲୁ ଫ୍ଲାଗ ପୁରସ୍କାର ପାଇଁ ବିବେଚିତ । ଏଫ୍ଇଇ ସଂସ୍ଥା ପକ୍ଷରୁ ସର୍ଭେ କରାଯାଇଥିଲା । ୭୭ଟି ଦେଶର ବେଳାଭୂମିର ସ୍ଥିତି ଉପରେ ସର୍ଭେ କରାଯାଇଥିଲା । ଏଭଳି ଖବର ଆସିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସି ଜାହିର କରିଛନ୍ତି ।
Prev Post