pakka

ବେଲପାହାଡ଼ରେ ଦୁର୍ଘଟଣା : ୩ ମୃତ

bbehera

ଝାରସୁଗୁଡ଼ା : ଆଜି ସକାଳୁ ୪୯ ନଂ ଜାତୀୟ ରାଜପଥର ବେଲପାହାଡ଼ ଥାନା ଅନ୍ତର୍ଗତ ଗୌଡପଡ଼ାଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ଖବର ପାଇ ବେଲପାହାଡ଼ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକୁ ଜବତ କରିଥିବା ବେଳେ ତଦନ୍ତ ଆରମ୍ଭ କରିଛି । ଖବର ଅନୁସାରେ, ଲଖନପୁର ସାହାଜବାହାଲ ଗ୍ରାମର ୩ ଯୁବକ ଏକ ବାଇକ୍(ଓଡି ୨୩ ପି୨୦୦୯) ଯୋଗେ ବେଲପାହାଡ଼ରୁ ଲଖନପୁର୍ ଦିଗରେ ଯାଉଥିବା ବେଳେ କୌଣସି ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା ।

jay balangir
Leave A Reply

Your email address will not be published.

3 × one =