ବିପିଇଡି ଏବଂ ବିଏସିପିଇଡି ଯୋଗ୍ୟତା ଥିବା ପିଇଟିମାନଙ୍କ ବେତନ ବୃଦ୍ଧି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗ୍ରାଣ୍ଟ୍-ଇନ୍-ଏଡ୍ ଅର୍ଡର ୨୦୧୪ ଅନୁଯାୟୀ ଅନୁଦାନପ୍ରାପ୍ତ କାର୍ଯ୍ୟରତ ପିଇଟି, ଯେଉଁମାନେ ବିପିଇଡି ଏବଂ ବିଏସ୍‌ପିଇଡି ଯୋଗ୍ୟତା ଅର୍ଜନ କରିଛନ୍ତି ସେମାନଙ୍କ ବେତନ ମାସିକ ୮ ହଜାର ଟଙ୍କାରୁ ବୃଦ୍ଧି କରାଯାଇ ୧୩, ୫୦୦ କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.