csstore

ବଲାଙ୍ଗିର ସଦର ବ୍ଲକରେ ବେଟି ବଚାଓ, ବେଟି ପଢ଼ାଓ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକରେ ବେଟି ବଚାଓ, ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ସଦର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସରିତା ବାଗ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ବିଡିଓ ଶରତ କୁମାର ସେଠୀ, ସମିତି ସଭ୍ୟ ଗୋଲାପ ବାଗ, ଶିଶୁ ସୁରକ୍ଷା ଅଧିକାରୀ ପ୍ରମୁଖ ମଞ୍ଚାସିନ ରହି କନ୍ୟା ସନ୍ତାର ସୁରକ୍ଷା ଉପରେ ଆଲୋଚନା କରିଥିଲେ । ସମାଜରେ କିଭଳି କନ୍ୟା ସନ୍ତାନମାନଙ୍କୁ ସ୍ନେହ, ଶ୍ରଦ୍ଧା ଓ ସୁରକ୍ଷା ମିଳିବ ସେ ସମ୍ପର୍କରେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ବାଗ ଆଲୋକପାତ କରିଥିଲେ ।

jayashree
Leave A Reply

Your email address will not be published.