ଭାରସାମ୍ୟ ହରାଇ ୨୫ ଫୁଟ ତଳକୁ ଖସିଲା ଟ୍ରାକ୍ଟର : ଡ୍ରାଇଭର୍ ମୃତ

ଚନ୍ଦାହାଣ୍ଡି : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଅଧିନ ମୋତିଗାଁ ଗ୍ରାମର ଭଣ୍ଡାରନଦୀ ନିର୍ମାଣଧିନ ପୋଲ ଉପରେ ଭାରସାମ୍ୟ ହରାଇ ନିର୍ମାଣଧୀନ ପୋଲର ୨୫ ଫୁଟ ତଳକୁ ଖସିଲା ଟ୍ରାକ୍ଟର । ଏହି ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ହେଲପର ଗାଡିରୁ ଡେଇଁ ପଡିବାରୁ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି ।

Leave A Reply

Your email address will not be published.