
ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁଙ୍କ ଦ୍ଵାରା ୨୬ଜଣ ବୃଦ୍ଧ ବୃଦ୍ଧାମାନଙ୍କୁ ଭତ୍ତା ପ୍ରଦାନ କରାଯାଇଛି । ଏଥିରେ ସ୍ଥାନୀୟ ବିଡିଓ ଦେବାଶିଷ ସାମଲ, ବରିଷ୍ଠ ବିଜେଡି ନେତା ସୁରେନ୍ଦ୍ର ସାହୁ, ସାମାଜିକ ସୁରକ୍ଷା ଅଧିକାରୀ ସଂଗ୍ରାମ ମିଶ୍ର, ହିରୋ ଗଡ଼ତିଆ ପ୍ରମୁଖ ଉପସ୍ଥିତ ଥିଲେ ।