pakka

ନିଜ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଧାୟକ ସରୋଜ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପାଟଣାଗଡ ନିର୍ବାଚନ ମଣ୍ଡଳୀର ବିଧାୟକ ସରୋଜ କୁମାର ମେହେର ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ବିଧାୟକ ଶ୍ରୀ ମେହେର ନିଜ ନିର୍ବାଚନ ମଣ୍ଡଳୀରେ ରହିଥିବା ବିଭିନ୍ନ ସମସ୍ୟା ଗୁଡିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ।

Leave A Reply

Your email address will not be published.

two × 1 =