ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅନୁରାଧା ପୌଡ଼ୱାଲ

ଭୁବନେଶ୍ୱର : ମହାଶିବରାତ୍ରି ଉପଲକ୍ଷେ ଶ୍ରୀଲିଙ୍ଗରାଜଙ୍କ କ୍ଷେତ୍ରକୁ ଭଜନ ପରିବେଷଣ ପାଇଁ ଆସିଥିବା ବଲିଉଡର ପ୍ରଖ୍ୟାତ ଗାୟିକା ଅନୁରାଧା ପୌଡ଼ୱାଲ ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସଠାରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

Leave A Reply

Your email address will not be published.