pakka

ଆଜିଠୁ ୩ ମାସ ଯାଏଁ ବନ୍ଦ ରହିବ ଭିତରକନିକା

bbehera

ପଟ୍ଟାମୁଣ୍ଡାଇ : ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ଆଜିଠୁ ୩ ମାସ ଯାଏଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଏହି ସମୟରେ କୌଣସି ପର୍ଯ୍ୟଟକଙ୍କ ପ୍ରବେଶକୁ ଅନୁମତି ମିଳିବ ନାହିଁ । ଏନେଇ ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

seventeen − sixteen =