୫ଟି ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ରାଜ୍ୟର ଶୈକ୍ଷିକ ଭିତ୍ତିଭୂମି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୋ ସ୍କୁଲ ଓ ରାଜ୍ୟ ସରକାରଙ୍କ ‘୫-ଟି’ ହାଇସ୍କୁଲ ରୂପାନ୍ତରଣ ଯୋଜନାରେ ବଦଳୁଛି ରାଜ୍ୟର ଶୈକ୍ଷିକ ଭିତ୍ତିଭୂମି । ଘରୋଇ ସ୍କୁଲ ଭଳି ସରକାରୀ ସ୍କୁଲରେ ପିଲାଙ୍କୁ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଶିକ୍ଷା ଦିଆଯିବା ଲାଗି ସୁଦୃଢ କରାଯାଉଛି ଭିତ୍ତିଭୂମି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.