ଖୁଟୁଣାପାଣିଠାରେ ବିଶ୍ୱାବସୁ ଶବର ସମାଜର କଲ୍ୟାଣ ମଣ୍ଡପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ସରୋଜ କୁମାର ମେହେର

ପାଟଣାଗଡ, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ପାଟଣାଗଡ ନିର୍ବାଚନ ମଣ୍ଡଳୀର ଖୁଟୁଣାପାଣିଠାରେ ବିଶ୍ୱାବସୁ ଶବର ସମାଜର କଲ୍ୟାଣ ମଣ୍ଡପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଶ୍ୱାବସୁ ଶବର ସମାଜର କଲ୍ୟାଣ ମଣ୍ଡପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଅନ୍ୟପଟେ ଏହି କାର୍ଯ୍ୟକ୍ରମରେ ଶବର ସମାଜର ୧୫୦୦ରୁ ଅଧିକ ସଦସ୍ୟ ସଦସ୍ୟା ଯୋଗ ଦେଇଥିବା ବେଳେ ବିଧାୟକ ଶ୍ରୀ ମେହେର ସମୃଦ୍ଧି ଓ ଅଧିକାର ପାଇଁ ଆଲୋଚାନ କରିଥିଲେ ।

Leave A Reply

Your email address will not be published.

error: Content is protected !!