ଅଲ୍‌ବିଦା ହ୍ୟୁମାନ୍‌

ଭୁବନେଶ୍ୱର : ଓଡ଼ିଶା ମାଟିର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଥିବା ସୂଚନା ରହିଛି । ଲିଭର୍‌ ଓ କିଡନୀ ଜନିତ ରୋଗରେ ସେ ପୀଡ଼ିତ ଥିଲେ । ହ୍ୟୁମାନ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଛି ।

Leave A Reply

Your email address will not be published.