pakka

ଗଜପତି ଜିଲ୍ଲାରେ ମୃଦୁ ଭୂମିକମ୍ପ ଅନୁଭୂତ

bbehera

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ମୋହନା ଓ ଆର୍‌. ଉଦୟଗିରି ବ୍ଲକର ବିଭିନ୍ନ ଅଞ୍ଚଳରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ବୁଧବାର ସକାଳ ୯.୪୭ ମିନିଟରେ ପ୍ରାୟ ୫/୬ ସେକେଣ୍ଡ ଲୋକେ କମ୍ପନ ଅନୁଭବ କରିଥିବା ବେଳେ ଭୟରେ ଘରୁ ବାହାରକୁ ଚାଲିଆସିଥିଲେ । ଏପରିକି ସ୍କୁଲର ଛାତ୍ରଛାତ୍ରୀମାନେ ମଧ୍ୟ କ୍ଲାସରୁ ବାହାରକୁ ଚାଲି ଆସିଥିଲେ । ତେବେ ସବିଶେଷ ସୂଚନା ମୁତାବକ ମୋହନା ସମେତ ଲୁହାଗୁଡି, ଅଡବା, ଚନ୍ଦ୍ରଗିରି, ମହେନ୍ଦ୍ରଗଡ ଓ ଆର୍‌ ଉଦୟଗିରି ଅଞ୍ଚଳରେ ଏହି ଭୂମିକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି ।

jay balangir
Leave A Reply

Your email address will not be published.

five × 3 =