pakka

ନେପାଳରେ ୬.୧ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଝଟକା

bbehera

ନୂଆଦିଲ୍ଲୀ : ଆଜି ସକାଳ ପ୍ରାୟ ୭ଟା ୨୪ ମିନିଟ୍ ସମୟରେ ନେପାଳରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି । ରେକ୍ଟର ସ୍କେଲରେ ଏହାର ତୀବ୍ରତା ୬.୧ ଥିଲା । କାଠମାଣ୍ଡୁଠାରୁ ପାଖାପାଖି ୫୫ କିଲୋମିଟର ଦୂରରେ ପଶ୍ଚିମ ଧାଡିଙ୍ଗରେ ଏହାର କେନ୍ଦ୍ରସ୍ଥଳ ହୋଇଥିବା ଜଣାପଡିଛି । ଭୂକମ୍ପ ଝଟକା ପାଇ ସମସ୍ତେ ଘରୁ ବାହାରକୁ ଚାଲି ଆସିଥିଲେ । ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କିଛି ସୂଚନା ମିଳିନି । ଉତ୍ତରପ୍ରଦେଶ, ବିହାର ଏବଂ ଦିଲ୍ଲୀ ଏନସିଆରରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି ।

jay balangir
Leave A Reply

Your email address will not be published.

two × five =