om academy

ବିଭିନ୍ନ ଉନ୍ନୟନ ପ୍ରକଳ୍ପକୁ ଶୁଭ ଉଦ୍‌ଘାଟନ କଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

jsm

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା ଚିକିଟି ଏନଏସିର ଚାରୋଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ହୋଇଯାଇଥିବା ଖବର ମଳିଛି । ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଓ ଉଦ୍‌ଘାଟନ କରିଥିଲେ । ଏଥିପାଇଁ ସ୍ଥାନୀୟ ଲୋକେ ମନ୍ତ୍ରୀ ଉଷା ଦେବୀଙ୍କୁ ଧନ୍ୟବାଦ ଜଣାଇଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.