ls

ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ୮ମ ଦିନ : ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି

sb

ଭୁବନେଶ୍ୱର : ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ହେଉଛି ୮ମ ଦିନ । ତେବେ ଆଜି ବାଚସ୍ପତି କୁନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଅମର ଆତ୍ମାର ସଦ୍‌ଗତି କାମନା ପରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଥିଲେ ।

pc pk
Leave A Reply

Your email address will not be published.