ବିଧାନସଭା ଶୀତ ଅଧିବେଶନ ଆରମ୍ଭ ଆଜିଠୁ

ଭୁବନେଶ୍ୱର : ଆଜିଠୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବ । କୋଭିଡ୍‌ କଟକଣା ମଧ୍ୟରେ ଗୃହ ପ୍ରତ୍ୟହ ଦୁଇଟି ପର୍ୟ୍ୟାୟରେ ୪ ଘଣ୍ଟା ଚାଲିବ। ପୂର୍ବାହ୍ନ ୧୧ଟା ୩୦ମିନିଟ୍‌ରେ ଗୃହ କାର୍ଯ୍ୟ ଆରମ୍ଭ ହେବାକୁ ଥିବା ବେଳେ ପ୍ରଥମ ଦିବସରେ ଜାତୀୟ ସଙ୍ଗୀତ ଗାନ ପରେ ପରଲୋକ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହେବ । ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଚଳିତ ଅଧିବେଶନ ଡିସେମ୍ବର ୩୧ ଯାଏ ଚାଲିବ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.