oum

ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ୨ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

jsm

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ବୁଧବାର ଦିନ ଟିଟିଲାଗଡ ଉପଖଣ୍ଡ ଅନ୍ତର୍ଗତ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ନିମନ୍ତେ ସ୍ଵାଧୀନ ପ୍ରାର୍ଥୀ ଭାବେ କମଲ କୁମାର ଛତ୍ରିଆ ଏବଂ ଧନେଶ୍ଵର ମାଝି ନାମାଙ୍କନ ପତ୍ର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦାଖଲ କରିଛନ୍ତି । ଟିଟିଲାଗଡ ନିର୍ବାଚନ ମଣ୍ଡଳୀ ପାଇଁ ଆଜି କୌଣସି ଆଶାୟୀ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିନାହାନ୍ତି ।

Leave A Reply

Your email address will not be published.