ବିଜେଡିରୁ ଇସ୍ତଫା ଦେଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ

ନିମାପଡ଼ା : ବିଜେଡିରୁ ଇସ୍ତଫା ଦେଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେ ଦଳ ସଭାପତିଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି । ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଟିକେଟ ନ ମିଳିବା କାରଣରୁ ସେ ଅସନ୍ତୁଷ୍ଟ ଥିଲେ । ଦଳ ଛାଡ଼ିବାର କାରଣ କହିବା ସହ ସୋସିଆଲ ମିଡିଆରେ ନିଜ ଇସ୍ତଫା ପତ୍ର ବାବଦରେ ସୂଚନା ଦେଇଛନ୍ତି ସମୀର ରଞ୍ଜନ ଦାଶ ।

Leave A Reply

Your email address will not be published.