ppurohit

ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କୁ ଭେଟିଲେ ବିଜେପି ବିଧାୟକ ପ୍ରାର୍ଥୀ ଗୋବର୍ଦ୍ଧନ ଭୂଏ

2nd

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ସଚିବାଳୟ ପ୍ରକୋଷ୍ଠରେ ରାଜ୍ୟ ପଞ୍ଚାୟତିରାଜ ପାନୀୟ ଜଳ ଯୋଗାଣ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକଙ୍କୁ ବିଜେପି ପଦ୍ମପୁର ବିଧାନସଭା ବିଧାୟକ ପ୍ରାର୍ଥୀ ଗୋବର୍ଦ୍ଧନ ଭୂଏ ସାକ୍ଷାତ କରି ପଦ୍ମପୁର ବିଧାନସଭା ପଦ୍ମପୁର, ପାଇକମାଲ ଓ ଝାରବନ୍ଧ ବ୍ଲକରେ କାର୍ଯ୍ୟକାରି ହେଉଥିବା ବିଭିନ୍ନ ଉନ୍ନୟନ ଯୋଜନାର ସଫଲ ରୂପାୟନ, ସମସ୍ତ ଗାଁକୁ ପାନୀୟ ଜଳର ବ୍ୟବସ୍ଥା ସହ ଆଭ୍ୟନ୍ତରୀଣ ଗାଁ ଗୁଡ଼ିକର ଆଜି ପର୍ଯ୍ୟନ୍ତ ସବୁଦିନିଆ ପକ୍କା ରାସ୍ତା ନିର୍ମାଣ ପାଇଁ ହୋଇପାରିନ ଥିବା ଯୋଗୁଁ ଲୋକେ ବହୁ ଅସୁବିଧାର ସମୁଖୀନ ହେଉଛନ୍ତି ବୋଲି ମନ୍ତ୍ରୀଙ୍କ ସହ ଆଲୋଚନା କରିବା ସହ କିପରି ଉକ୍ତ ଗ୍ରାମକୁ ସବୁ ଦିନିଆ ପକ୍କା ରାସ୍ତା ହୋଇପାରିବ ଶ୍ରୀ ଭୋଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

Leave A Reply

Your email address will not be published.