oum

ବିଭିନ୍ନ ଗ୍ରାମ ପରିଦର୍ଶନ କରି ଲୋକଙ୍କ ସମସ୍ୟା ବୁଝିଲେ ବିଧାୟକ ସାଲୁଜା

jsm

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରି ଲୋକଙ୍କ ସମସ୍ୟା ବୁଝିବା ସହ ତାର ତୁରନ୍ତ ସମାଧାନ ପାଇଁ ଚେଷ୍ଟା କରିବେ ବୋଲି ପ୍ରତିଶୃତି ଦେଇଛନ୍ତି ଗତକାଲି ବିଧାୟକ ସନ୍ତୋଷ ସିଂ ସାଲୁଜା । ଏହି ଅବସରରେ ଭୋଳାନାଥ ବେହେରା, ବିଧାୟକଙ୍କ ସହ ଗୋପୀ ସାହୁ, ୟେସେନ୍‌ ଭୋଇ, ସର୍ବ ସାହୁ, ମଧୁ ଛୁରା, କେଶବ ନାରାୟଣ ଜୈନ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.