oom

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତି : ଜୁନ୍ ୨୦ରୁ ରାଜ୍ୟରେ ଖୋଲିବ ସ୍କୁଲ

jsmm

ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ଖୋଲିବ ସ୍କୁଲ । ୫୮ ଦିନ ପରେ ରାଜ୍ୟରେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨୨ ତାରିଖରୁ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଥିଲା ।

jittmm
Leave A Reply

Your email address will not be published.