ବିଦ୍ୟୁତ୍ ସଂସ୍ପର୍ଶରେ ଆସି ନାବାଳକ ମୃତ

ନିମବାହାଳି : ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ବଦାଳୁ ଗାଁରେ ଶିକାର ପାଇଁ ବିଛା ହୋଇଥିବା ଫାଶରେ ପଡ଼ି ନାବାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଶୁକ୍ରବାର ସନ୍ଧ୍ୟାରେ ନିକଟସ୍ଥ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ନାବାଳକଙ୍କ ମୃତ୍ୟୁ ହୋଇଛି ।

Leave A Reply

Your email address will not be published.

three + 16 =