pakka

ଜାଲ ପ୍ରମାଣ ଦେଇ ସାଜିଲେ ବିଦ୍ୟୁତ କର୍ମଚାରୀ ଘଟଣା : କାର୍ଯ୍ୟାନୁଷ୍ଠାନ ବଦଳରେ ଚୁପ୍‌ ପ୍ରଶାସନ

bbehera

ସଇଁନ୍ତଲା, (ଅଜିତ କୁମାର ସାହୁ) : ଜଣଙ୍କର ପ୍ରମାଣ ପତ୍ରକୁ ଚଞ୍ଚକତା କରି ଅନ୍ୟ ଜଣେ ଚାକିରି ହାତେଇବା ପରି ସଂଗୀନ ଅଭିଯୋଗ କିଛି ଦିନ ତଳେ ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକରୁ ହୋଇଥିଲା । ତେବେ ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ କୋଶଲ ସମନ୍ୱୟ ସମିତି ପକ୍ଷରୁ କିଛି ଦିନ ତଳେ ସ୍ଥାନୀୟ ବିଦ୍ୟୁତ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ । କିନ୍ତୁ ଦୀର୍ଘ ଦିନ ପରେ ମଧ୍ୟ ଦୋଷୀଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ ହେଉ ନଥିବା ବେଳେ ସାଧାରଣରେ ସନ୍ଧେହ ସୃଷ୍ଟି ହୋଇଛି । ଯଦି ପ୍ରଶାସନ ତତ୍ପରତାର ସହ କାର୍ଯ୍ୟାନୁଷ୍ଠାନ ନନେଲେ ଆଗାମୀ ଦିନରେ ଜିଲ୍ଲା ପ୍ରଶାସନର ଦ୍ୱାରସ୍ଥ ହେବେ ବୋଲି ଜଣାପଡିଛି ।

jay balangir
Leave A Reply

Your email address will not be published.

three × 1 =