ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଯାପିତ

ମାଲକାନଗିରି : ମାଲକାନଗିରି ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳା ପ୍ରକଳ୍ପ ପ୍ରଦର୍ଶନୀ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ବିଜ୍ଞାନ ମେଳାରେ ବିଭିନ୍ନ ହାଇସ୍କୁଲରୁ ୩୮ଟି ବିଜ୍ଞାନ ପ୍ରକଳ୍ପ ପ୍ରତିଯୋଗିତାରେ ଭାଗ ନେଇଥିଲେ । ସେମାନଙ୍କ ମଧ୍ୟରୁ ରାଜ୍ୟସ୍ତରୀୟ ବିଜ୍ଞାନ ମେଳା ପ୍ରକଳ୍ପ ପ୍ରତିଯୋଗିତା ପାଇଁ୪ଟି ପ୍ରକଳ୍ପ ମନୋନୀତ ହୋଇଛି ।

Leave A Reply

Your email address will not be published.