om academy

ମନ୍ତ୍ରୀ ମଣ୍ଡଳ ସହିତ ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ

jsm

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତିଙ୍କୁ ସାକ୍ଷାତ କରି ମନ୍ତ୍ରିମଣ୍ଡଳ ସହିତ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଇସ୍ତଫା ଗ୍ରହଣ କରିବା ସହ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳକୁ ନୂତନ ସରକାର କାର୍ଯ୍ୟଭାର ଗ୍ରହଣ ନକରିବା ପର୍ଯ୍ୟନ୍ତ କାର୍ଯ୍ୟ ଜାରି ରଖିବାକୁ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.