om academy

ସପ୍ତଦଶ ଲୋକସଭା ଭଙ୍ଗ ପାଇଁ ଆଦେଶରେ ସ୍ୱାକ୍ଷର କଲେ ରାଷ୍ଟ୍ରପତି

jsm

ନୂଆଦିଲ୍ଲୀ, (ପିଆଇବି) : ୧୭ତମ ଲୋକସଭାକୁ ତତ୍କାଳ ପ୍ରଭାବ ସହିତ ଭଙ୍ଗ କରିବାକୁ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ରାଷ୍ଟ୍ରପତିଙ୍କୁ ସୁପାରିସ କରାଯାଇଛି । ରାଷ୍ଟ୍ରପତି ୦୫.୦୬.୨୦୨୪ରେ କ୍ୟାବିନେଟର ଏହି ସୁପାରିସକୁ ଗ୍ରହଣ କରିଥିଲେ ଏବଂ ସମ୍ବିଧାନର ଅନୁଚ୍ଛେଦ ୮୫ର ଧାରା (୨)ର ଉପଧାରା (ବି) ଦ୍ୱାରା ପ୍ରଦାନ କରାଯାଇଥିବା କ୍ଷମତାର ବ୍ୟବହାର କରି ସପ୍ତଦଶ ଲୋକସଭା ଭଙ୍ଗ ପାଇଁ ଆଦେଶରେ ସ୍ୱାକ୍ଷର କରିଥିଲେ ।

Leave A Reply

Your email address will not be published.