ବିଜୁ ଜନତା ଦଳର ଜନ ସମ୍ପର୍କ ପଦ ଯାତ୍ରା

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବଙ୍ଗୋମୁଣ୍ଡା ବ୍ଲକ ଜାମଖୁଣ୍ଟା ପଞ୍ଚାୟତରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଜୁଜନତା ଦଳର ବରିଷ୍ଠ ନେତା ଅଜୟ ଦାସଙ୍କ ସହ ଅନେକ ସଦସ୍ୟ ଉପସ୍ଥିତ ଥିଲେ ।

Leave A Reply

Your email address will not be published.