oum

ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ବିଶେଷ ପଦକ୍ଷେପ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତାକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ । ଏନେଇ ବଲାଙ୍ଗିର ପୌରାଞ୍ଚଳର ସମସ୍ତ ୱାର୍ଡ ମାନଙ୍କରେ ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ଯୋଜନା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ବଲାଙ୍ଗିର ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ଦ୍ୱାରା ଘରକୁ ଘର ଯାଇ ହିତାଧିକାରୀ ଓ ଜନସାଧାରଣଙ୍କୁ ସଚେତନ କରାଯାଉଥିବା ଦେଖିବାକୁ ମିଳିଛି ।

Leave A Reply

Your email address will not be published.