oum

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : କାର ସହ ବାଇକ ମୁହାଁମୁହିଁ ଧକ୍କା, ୨ ବାଇକ ଆରୋହୀଙ୍କ ମୃତ୍ୟୁ

jsm

ମୟୁରଭଞ୍ଜ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲାରେ । ମୟୁରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଝିଙ୍କିରିଆ ନିକଟରେ କାର ସହ ବାଇକ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତିଙ୍କ ସମ୍ପର୍କରେ କୌଣସି ସୂଚନା ମଳିନଥିବା ବେଳେ ବାଇକଟି ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଂଚି ଆହାତଙ୍କୁ ରାସଗୋବିନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ମୋରଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.