ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ୧୦୮ ଆମ୍ବୁଲାନ୍ସ ସେବା କର୍ମଚାରୀ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ୧୦୮ ଆମ୍ବୁଲାନ୍ସ ସେବା କର୍ମଚାରୀ ଦଳ ସେମାନଙ୍କର ନ୍ୟାର୍ଯ୍ୟ ଦାବୀ ନେଇ ପ୍ରତୀକ ଧାରଣା ଦେଇଥିଲେ । ୬ ଦଫା ସମ୍ବଳିତ ଦାବୀ ଉପସ୍ଥାପନା କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ପ୍ରଦତ୍ତ ସ୍ମାରକପତ୍ର ଗ୍ରହଣ କରି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିର୍ଭର ପ୍ରତିଶୃତି ଦେଇଛନ୍ତି ।

Leave A Reply

Your email address will not be published.

error: Content is protected !!